ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ପୁଣି ଜେଲ୍‌ ଫେରିଲେ ଦୁଷ୍କର୍ମ ଅଭିଯୁକ୍ତ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସ୍ୱାମୀ ଚିନ୍ମୟାନନ୍ଦ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସ୍ୱାମୀ ଚିନ୍ମୟାନନ୍ଦ ସୋମବାର ସଞ୍ଜୟ ଗାନ୍ଧୀ ପୋଷ୍ଟ୍‍ ଗ୍ରାଜୁଏଟ୍‌ ଇନ୍‌ଷ୍ଟିଟ୍ଵିଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍ସ ରୁ ସୁସ୍ଥ ହୋଇ ପୁଣି ଥରେ ଶାହାଜନପୁରର ଜିଲ୍ଲା ଜେଲ୍‌କୁ ଫେରିଛନ୍ତି। ସେପ୍ଟେମ୍ବର ୨୦ ତାରିଖରେ ଦୁଷ୍କର୍ମ ଅଭିଯୋଗରେ ସେ ଗିରଫ ହେବା ପରେ ମାତ୍ର ଦୁଇ ଦିନ ମଧ୍ୟରେ ଅସୁସ୍ଥ ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ଉଚ୍ଚ ରକ୍ତଚାପ ଓ ତାଙ୍କ ଛାତିରେ ହେଉଥିବା ଯନ୍ତ୍ରଣା ପାଇଁ ତାଙ୍କୁ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ରଖା ଯାଇଥିଲା

ଉଲ୍ଳେଖଯୋଗ୍ୟ, ଉତ୍ତରପ୍ରଦେଶର ଆଇନ୍‌ ଛାତ୍ରୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିବା ପରେ ପୁଲିସ୍‌ ତଦନ୍ତ ଆରମ୍ଭ କରିଥିଲା। ଚିନ୍ମୟାନନ୍ଦଙ୍କ ସମେତ ଗତ ସପ୍ତାହରେ ପୁଲିସ୍‌ ଉକ୍ତ ଆଇନ୍‌ ଛାତ୍ରୀଙ୍କୁ ଗିରଫ କରି ମଧ୍ୟ ପଚରାଉଚରା କରିଥିଲା। ନିକଟରେ ଚିନ୍ମୟାନନ୍ଦ ଶାହାଜନପୁରର ଜିଲ୍ଲା ଅଦାଲତରେ ତାଙ୍କର ଜାମିନ୍‌ ପାଇଁ ଆବେଦନ କରିଥିଲେ। ମାତ୍ର ଅଦାଲତ ତାଙ୍କ ଜାମିନ୍‌ ଆବେଦନକୁ ଖାରଜ କରି ଦେଇଥିବା ସୂଚନା ରହିଛି।

Sonalisa

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଦ୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

14 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

23 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

57 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago