ଉତ୍ତରାଖଣ୍ଡ : ବାଦଲ ଫଟା ବର୍ଷା । ପ୍ରବଳ ବର୍ଷାରେ ରାଜ୍ୟର ଅନେକ ଅଞ୍ଚଳରେ ବନ୍ୟା ପାଣି ମାଡ଼ି ଯାଇଛି । ହଠାତ୍ ଟୋନ୍ସ ନଦୀରୁ ପାଣି ମାଡି ଆସିଥିଲା । ଏତେ ମାତ୍ରାରେ ପାଣି ଆସିଥିଲା ଯେ, ଏହାକୁ ଦେଖିଲେ ଭୟ ଲାଗିବ । ପ୍ରବଳ ପାଣିରେ ଉତ୍ତରକାଶୀର ମୋରି ତହସିଲରେ ଅବସ୍ଥା ବେହାଲ ହୋଇଛି । ଏହି ଅଞ୍ଚଳରେ ନଦୀର ପାଣି ମାଡି ଯାଇଛି । ଅନେକ ଲୋକ ପ୍ରଭାବିତ ହୋଇଛନ୍ତି । ଆଇଟିବିପି, ଏସ୍ଡିଆରଏଫ୍ ଓ ଏନଡିଆରଏଫ୍ ଟିମ୍ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ।
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…
ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…
ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…
ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…
ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…