ଦେଶ ବିଦେଶ

ବିହାର ମୁଖ୍ୟମନ୍ତ୍ରୀ ନୀତିଶଙ୍କୁ ଯୁବକଙ୍କ ମୁଥମାଡ଼

ନୂଆଦିଲ୍ଲୀ : ନୀତୀଶ କୁମାରଙ୍କୁ ମୁଥମାଡ଼। ବିହାର ମୁଖ୍ୟମନ୍ତ୍ରୀ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ବେଳେ ଘଟିଛି ଅଘଟଣ। ନିଜ ସହର ବଖ୍‌ତିୟାରପୁରରେ ନୀତୀଶଙ୍କ ଉପରେ ହୋଇଛି ଆକ୍ରମଣ। ଏକ ଡାକ୍ତରଖାନାରେ ବିହାରର ସ୍ୱାଧୀନତା ସଂଗ୍ରାମୀ ଶୀଳଭଦ୍ର ୟାଦିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପାଇଁ ଯାଇଥିଲେ ବିହାର ମୁଖ୍ୟମନ୍ତ୍ରୀ। ସେ ମଞ୍ଚ ଉପରକୁ ଚଢୁଥିବା ବେଳେ ହଠାତ ଯୁବକ ଜଣକ ଧସେଇ ପସି ତାଙ୍କୁ ମୁଥମାରିଥିଲେ।

ତେବେ ନୀତୀଶଙ୍କ ସୁରକ୍ଷାକର୍ମୀମାନେ ସଙ୍ଗେ ସଙ୍ଗେ ସଂପୃକ୍ତ ଯୁବକଙ୍କୁ କାବୁ କରିଥିଲେ। ପରେ ତାଙ୍କୁ ପୋଲିସ ହେପାଜତକୁ ନେଇଥିବା ଜଣାପଡ଼ିଛି। ପୁରା ଘଟଣା ସିସିଟିଭିରେ କଏଦ ହୋଇଛି। ତେବେ ଯୁବକ ଜଣକ ନୀତୀଶଙ୍କୁ କାହିଁକି ଆକ୍ରମଣ କରିଛି ସେନେଇ କିଛି ଜଣାପଡ଼ିନାହିଁ।

Barsha

Recent Posts

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

5 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

30 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

40 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

2 hours ago