ବେଙ୍ଗାଲୁରୁ: କର୍ଣ୍ଣାଟକ ବେଲାରୀ ଜିଲ୍ଲାର ବିଜୟନଗର ବିଧାନସଭା କ୍ଷେତ୍ରରୁ କଂଗ୍ରେସରୁ ବିଜୟ ଲାଭ କରିଥିଲେ କଂଗ୍ରେସ ବିଧାୟକ ଆନନ୍ଦ ସିଂ । ଆଜି ଶ୍ରୀଯୁକ୍ତ ସିଂ ବିଧାନସଭାରୁ ଇସ୍ତଫା ଦେଇଥିବା ନେଇ ଗଣମାଧ୍ୟମକୁ ସୁଚନା ମିଳିଛି । ସେ ବାଚସ୍ପତି କେ.ଆର ରମେଶ କୁମାରଙ୍କୁ ତାଙ୍କ ବେଙ୍ଗାଲୁରୁ ସ୍ଥିତ ବାସଭବନରେ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ତେବେ ବର୍ତମାନ ସ୍ଥିତିରେ ମୁଖ୍ୟମନ୍ତ୍ରୀ କୁମାର ସ୍ୱାମୀ ବିଦେଶ ଗସ୍ତରେ ଥିବାବେଳେ ଆସନ୍ତା ଜୁଲାଇ ୮ ରେ ବେଙ୍ଗାଲୁରୁ ଫେରିବେ । ଶ୍ରୀଯୁକ୍ତ ସିଂ କଂଗ୍ରେସର ଜଣେ ଟାଣୁଆ ନେତା ଥିଲେ । କିନ୍ତୁ କେଉଁ କାରଣରୁ ସେ ଏମିତି ପଦକ୍ଷେପ ନେଇଛନ୍ତି ତାହା ଜଣାପଡିନାହିଁ। ତେବେ ସେ ଅସନ୍ତୁଷ୍ଟ କାରଣରୁ ଇସ୍ତଫା ଦେଇପାରିଥାନ୍ତି ବୋଲି ସନ୍ଦେହ କରାଯାଉଛି।
ଭୁବନେଶ୍ୱର(କେନ୍ୟୁଜ୍): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…
ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…
ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍ରୁ ପ୍ରେମିକା…
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…