ଗତ ସପ୍ତାହରେ କେରଳରେ ଏକ ଅନ୍ତଃସତ୍ତ୍ବା ହାତୀକୁ ନିର୍ମମ ହତ୍ୟା କରାଯିବା ଘଟଣାରେ ପୋଲିସ ମିଳିଲା ବଡ ସଫଳତା। ଜଙ୍ଗଲୀ ହାତୀ ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି। ଏ ସମ୍ପର୍କରେ କେରଳର ଜଙ୍ଗଲମନ୍ତ୍ରୀ ଟ୍ବିଟ କରି ସୂଚନା ଦେଇଛନ୍ତି ।
ସୂଚନା ମୁତବାକ ଅନ୍ତଃସତ୍ତ୍ବା ହାତୀ ମୃତ୍ୟୁ ମାମଲାରେ ତିନି ଜଣ ଅଭିଯୁକ୍ତଙ୍କୁ ପଚରାଉଚରା କରାଯାଇଥିବା ବେଳେ ଅନ୍ଯ ଦୁଇ ଜଣଙ୍କୁ ଖୋଜିବାରେ ପୋଲିସ ତଦନ୍ତ ଜାରି ରଖିଛି।
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…