ଦେଶରେ ୭୨ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ଯା: ୨୪ ଘଣ୍ଟାରେ ୬୩,୫୦୯ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ୭୨ଲକ୍ଷ ଟପିଲା କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୬୩ହଜାର ୫୦୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭୩୦ ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ୍‌।india

ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨ ଲକ୍ଷ ୩୯ ହଜାର ୩୯୦ରେ ପହଞ୍ଚିଛି । ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୦ହଜାର ୫୮୬ରେ ପହଞ୍ଚିଛି। ଆକ୍ଟିଭ୍‌ କେସ୍‌ ୮ଲକ୍ଷ ୨୬ହଜାର ୮୭୬ ଥିବାବେଳେ ସୁସ୍ଥ ହେଲେଣି ୬୩ଲକ୍ଷ ୧ହଜାର ୯୨୮। ଦେଶରେ ଏବେ ଆରୋଗ୍ୟ ହାର ରହିଛି ୮୭.୦୫ପ୍ରତିଶତ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.