ଦେଶରେ କମୁଛି କରୋନା ଆକ୍ରାନ୍ତ ସଂଖ୍ୟା, ଜାଣନ୍ତୁ ଏବେ ପର୍ଯ୍ୟନ୍ତ କେତେ ଜଣ ହୋଇଛନ୍ତି ଆକ୍ରାନ୍ତ ଏବଂ ସୁସ୍ଥ

ନୂଆଦିଲ୍ଲୀ : ଦେଶରେ ନିୟମିତଭାବେ କମିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଦେଶରେ ୪୩,୮୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୫୦୮ ଜଣ ମୃତ୍ୟୁବରଣ କରିଛନ୍ତି । ଏହା ଫଳରେ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୦ ଲକ୍ଷରେ ପହଁଚିଛି।

ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୭୯,୯୦,୩୨୨ରେ ପହଞ୍ଚିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ରହିଛି। ସେହିପରି ୬୧୦୮୦୩ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୨୦,୦୧୦କୁ ବୃଦ୍ଧି ପାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.