ଦେଶ ବିଦେଶ

ବହୁତ ଜଲଦି ଆପଣଙ୍କ ହାତକୁ ଆସିବ ଭ୍ୟାକସିନ, ଶେଷ ପର୍ଯ୍ୟାୟରେ ଭାରତ ପ୍ରସ୍ତୁତ କରୋନା ଟୀକା

ଭାରତରେ ଆଉ ପାଦେ ଆଗକୁ ବଢିଲା କୋଭିଡ ଟିକା ପରୀକ୍ଷଣ । ଆସନ୍ତାକାଲି ଭିତରେ ଗୋଟିଏ ଟିକାର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ଆରମ୍ଭ ହେବ। ସେପଟେ ସାରା ଦେଶରେ ଟିକା ଉପଲବ୍‌ଧ କରିବା ନେଇ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଛି । ୩ ଦିନ ଭିତରେ ଏକ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରିବାକୁ ୫ଟି ଫାର୍ମା କମ୍ପାନୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ଭାରତରେ ୩ ଟି ଟିକାର ପରୀକ୍ଷଣ ବିଭିନ୍ନ ପର୍ଯ୍ୟାୟରେ କରାଯାଉଛି ।

ସେଥିରୁ ଗୋଟିଏ ଟିକାର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ କାଲି ଠାରୁ ଆରମ୍ଭ ହେବ । ଅକ୍ସଫୋର୍ଡ ଟିକା କୋଭିସିଲ୍‌ଡର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ଆରମ୍ଭ ହେବାକୁ ଥିବା ବେଳେ ଜାଇଡସ୍‌ କାଡିଲା ଦ୍ୱାରା ବିକଶିତ ଜିକୋଭ୍‌ ଡି’ର ଦ୍ୱିତୀୟ ପର୍ଯ୍ୟାୟ ଓ ଭାରତ ବାୟୋଟେକ୍‌ ଏବଂ ଆଇସିଏମଆରର ମିଳିତ ସହଯୋଗରେ ବିକଶିତ କୋଭାକ୍ସିନ୍‌ର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ଟ୍ରାଏଲ ବର୍ତ୍ତମାନ ସମୟରେ ଚାଲିଥିବା ନେଇ କମ୍ପାନୀ ଅଧିକ୍ଷକ ପ୍ରକାଶ କରିଛନ୍ତି ।

KNews Bureau

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

9 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

42 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

44 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

50 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

59 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

59 mins ago