ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଛି କରୋନା ଭାଇରସ୍‌: ଚୀନ୍‌ରେ ୧୭୦ ଜଣଙ୍କ ମୃତ୍ୟୁ, ୭ ହଜାରରୁ ଅଧିକ ଲୋକ ଆକ୍ରାନ୍ତ

କେନ୍ଯୁଜ୍: ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବା କରୋନା ଭାଇରସ୍‌ ଚୀନ୍‌ରେ ୧୭୦ ଜଣଙ୍କ ଜୀବନ ନେଲାଣି । ୭ ହଜାରରୁ ଅଧିକ ଲୋକ ଏହି ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି । ୧୩ଟି ଦେଶକୁ ଭାଇରସ୍‌ ବ୍ୟାପିଥିବା ବେଳେ ଭାରତ ସମେତ ଅନେକ ରାଷ୍ଟ୍ରରେ ଭାଇରସ୍‌ ବ୍ୟାପିବା ଆଶଙ୍କା ରହିଛି । ସେପଟେ ପରିସ୍ଥିତିର ଗମ୍ଭୀରତାକୁ ଦେଖି ଆଜି ଜରୁରୀ ବୈଠକ ଡାକିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବା WHO । ଜେନେଭାରେ ହେବାକୁ ଥିବା ବୈଠକରେ ମହାମାରୀକୁ ବିଶ୍ୱ ସ୍ୱାସ୍ଥ୍ୟ ଏମରଜେନ୍ସି ଘୋଷଣା ନେଇ ଆଲୋଚନା କରାଯିବ ।

ପୂର୍ବରୁ ଏହା ହାଇ ନୁହଁ ମାଡେରେଟ୍‌ ବୋଲି କୁହାଯାଇଥିଲା । ଆଜି ଇଣ୍ଟରନେସନାଲ ହେଲ୍‌ଥ ରେଗୁଲେସନ୍‌ ଏମରଜେନ୍ସିଂ କମିଟିର ପୁଣି ଥରେ ବୈଠକ ଡକାଯାଇଥିବା କହିଛନ୍ତି WHOର ଡାଇରେକ୍ଟର ଜେନେରାଲ ଟେଡ୍ରୋସ ଏଡମୋନ୍‌ । WHO ହେଲ୍‌ଥ ଏମରଜେନ୍ସି ପ୍ରୋଗ୍ରାମ ଏଗ୍‌ଜିକ୍ୟୁଟିଭ୍‌ ଡିରେକ୍ଟର ମାଇକେଲ ରାୟନ କହିଛନ୍ତି, ପୂରା ବିଶ୍ୱରେ ଏବେ ଆଲର୍ଟ ହେବା ସହ ପଦକ୍ଷେପ ନେବାର ଆବଶ୍ୟକତା ରହିଛି ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

23 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

25 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

31 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

40 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

40 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

58 mins ago