ଦେଶ ବିଦେଶ

ଭାରତରେ କରୋନା ଯୋଗୁ ୨୪ ଘଣ୍ଟାରେ ଗଲାଣି ୪୦ଜୀବନ, ଏକ ହଜାର ୩୫ ଜଣ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ବ୍ୟାପକ ହେବାରେ ଲାଗିଛି । କରୋନା ଯୋଗୁ ୨୩୯ ଜଣଙ୍କ ଜୀବନ ଯାଇଛି । ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୪୪୭ ହୋଇଛି । ଗତ ୨୪ ଘଣ୍ଟାରେ ୪୦ ଜଣଙ୍କ ଜୀବନ ଯାଇଥିବା ବେଳେ ଏକ ହଜାର ୩୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ୬୪୩ ଜଣ ଆରୋଗ୍ୟ ହୋଇ ସାରିଛନ୍ତି ।

ମହାରାଷ୍ଟ୍ରରେ ମୃତ୍ୟୁ ସଂଖ୍ୟା ଶହେ ଟପିଛି । ୧୧୦ ଜଣଙ୍କ ଜୀବନ ନେଇ ସାରିଲାଣି କରୋନା । ମହାରାଷ୍ଟ୍ରରେ ସର୍ବାଧିକ ୧୫୭୪ ଜଣ ସଂକ୍ରମିତ ହୋଇଛନ୍ତି । ସେହିପରି ଦିଲ୍ଲୀରେ ୯୦୩ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ ଜଣଙ୍କ ମୃତ୍ୟୁ ହୋଇଛି । ତାମିଲନାଡୁରେ ୯୧୧ ଜଣ ସଂକ୍ରମିତ, ୮ ଜଣଙ୍କ ମୃତ୍ୟୁ ହୋଇଛି । ରାଜସ୍ଥାନ ୫ ଶହ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହପିରି ତେଲେଙ୍ଗାନା ଓ ଉତ୍ତର ପ୍ରଦେଶରେ ଆକ୍ରାନ୍ତ ସଂଖ୍ୟା ୪୦୦ ଟପିଛି ।

KNews Bureau

Recent Posts

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

1 min ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

5 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

38 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

40 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 hours ago