ଲଖିମୁପର ଖେରି ହିଂସା ଘଟଣା: କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ଜାମିନ ବାତିଲ

ଆହ୍ଲାବାଦ: ଲଖିମୁପର ଖେରି ହିଂସା ଘଟଣା । ଆହ୍ଲାବାଦ ହାଇକୋର୍ଟ ଦେଇଥିବା ଜାମିନକୁ ବାତିଲ କଲେ ସୁପ୍ରିମକୋର୍ଟ । କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ଜାମିନ ବାତିଲ । ଏହି ମାମଲାର ପୁନଃବିଚାର ପାଇଁ ଆହ୍ଲାବାଦ ହାଇକୋର୍ଟଙ୍କ ନିର୍ଦ୍ଦେଶ । ପ୍ରଧାନ ବିଚାରପତିଙ୍କ ଅଧ୍ୟକ୍ଷତାରେ ତିନି ଜଣିଆ ଖଣ୍ଡପୀଠଙ୍କ ଏହି ନିର୍ଦ୍ଦେଶ ।

ସପ୍ତାହେ ମଧ୍ୟରେ ସରେଣ୍ଡର କରିବାକୁ ନିର୍ଦ୍ଦେଶ । ସପ୍ତାହ ମଧ୍ୟରେ ଆଶିଷ ମିଶ୍ର ପୋଲିସ ନିକଟରେ ଆତ୍ମସମର୍ପଣ ପାଇଁ ନିର୍ଦ୍ଦେଶ । ଗତବର୍ଷ ଅକ୍ଟୋବର ୩ରେ ଘଟିଥିଲା ହିଂସା । ଏହି ଘଟଣାରେ ୮ ଜଣ ଚାଷୀଙ୍କ ମୃତ୍ୟୁ ହୋଇଥିଲା । କୃଷି ବିଲକୁ କରି ଆନ୍ଦୋଳନ କରୁଥିବା ବେଳେ ଅଘଟଣ ହୋଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.