ଦେଶ ବିଦେଶ

କରୋନା ଲକ୍‌ଡାଉନ୍‌ ୩.୦ : ମଇ ୧୭ ଯାଏ ଭାରତୀୟ ରେଳ ଓ ବିମାନ ସେବାକୁ ସ୍ଥଗିତ କଲେ ସରକାର

ନୂଆଦିଲ୍ଲୀ : କରୋନା ଭାଇରସ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ତୃତୀୟ ଥର ପାଇଁ ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିଛନ୍ତି । ଏ ସମ୍ପର୍କରେ ଆଜି କେନ୍ଦ୍ର ଘରୋଇ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ଗାଇଡ଼ ଲାଇନ୍‌ ଜାରି କରାଯାଇଛି ।

ଲକ୍‌ଡାଉନ୍‌ ଯୋଗୁ ଆଗାମୀ ମଇ ୧୭ ତାରିଖ ଯାଏ ସମସ୍ତ ଅନ୍ତର୍ଜାତୀୟ ଓ ଘରୋଇ ବିମାନ ସେବା ସହ ରେଳ ସେବା ବନ୍ଦ ରହିବ । ଏଥି ସହ ଯାତ୍ରୀମାନଙ୍କ ଯାତାୟତ ପାଇଁ ଆନ୍ତଃ ରାଜ୍ୟ ବସ୍‌ ସେବା ମଧ୍ୟ ବନ୍ଦ ରହିବ ବୋଲି ଏହି ଗାଇଡ୍‌ ଲାଇନ୍‌ରେ କୁହାଯାଇଛି ।

ଗାଇଡ୍‌ଲାଇନ୍‌କୁ ଭିତ୍ତି କରି ଦିଲ୍ଲୀ ଏୟାରପୋର୍ଟ ମଧ୍ୟ ଯାତ୍ରୀଙ୍କ ପାଇଁ ଏକ ନିର୍ଦ୍ଦେଶାବଳୀ ମାଧ୍ୟମରେ କହିଛି ଯେ ମଇ ୧୭ ତାରିଖ ଯାଏ ସମସ୍ତ ବିମାନ ସେବା ବନ୍ଦ ରହିବ । ଯାତ୍ରୀମାନେ ଅଧିକ ସୂଚନା ପାଇଁ ଏୟାରଲାଇନ୍‌ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରିବାକୁ କୁହାଯାଇଛି ।

Niharanjan

Recent Posts

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

4 mins ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

16 mins ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

27 mins ago

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷାକର୍ମୀ

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

1 hour ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

2 hours ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

2 hours ago