ଦେଶ ବିଦେଶ

ଭାରତୀୟ ଷ୍ଟକ ମାର୍କେଟ ଉପରେ ସଙ୍କଟ; ଋଷିଆ ୟୁକ୍ରେନ ଯୁଦ୍ଧର ପ୍ରଭାବ

ନୂଆଦିଲ୍ଲୀ : ୟୁକ୍ରେନ ଉପରେ ରୁଷର ଆକ୍ରମଣର ସିଧାସଳଖ ପ୍ରଭାବ ଭାରତୀୟ ଷ୍ଟକ ମାର୍କେଟ ଉପରେ ପଡ଼ିଛି। ଧରାଶାୟୀ ହୋଇଛି ସେୟାର ବଜାର। କାରବାର ଆରମ୍ଭରୁ ହିଁ କମିଥିଲା ସେୟାରର ମୂଲ୍ୟ। ଅପରାହ୍‌ଣ ସୁଦ୍ଧା ସେନସେକ୍ସ ୨୭ଶହରୁ ଅଧିକ ପଏଣ୍ଟ ଖସିଥିବା ବେଳେ ନିଫ୍‌ଟି ୧୬ହଜାର ୬ଶହ ପଏଣ୍ଟ ଖସିଥିଲା।

ଗୋଟିଏ ଦିନର କାରବାରରେ ୮ଲକ୍ଷ କୋଟି କ୍ଷତି ହୋଇଥିବା ଜଣାପଡ଼ିଛି। ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜରେ ମଧ୍ୟ ଯୁଦ୍ଧର ପ୍ରଭାବ ଦେଖିଯାଇଛି। ୪୧୪ ପଏଣ୍ଟ ହ୍ରାସ ସହ ୧୬ହଜାର ୬୪୮ ପଏଣ୍ଟ ତଳକୁ ଖସିଛି କାରବାର।

 

 

 

 

 

Barsha

Recent Posts

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

30 mins ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

2 hours ago

ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ, ଥାନାରେ ପୁତୁରା ଅଟକ

ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…

3 hours ago

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…

5 hours ago

ବସ୍ ସହ ପିକଅପ୍ ଭ୍ୟାନ ଧକ୍କା, ୧୯ ହୋମଗାର୍ଡ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…

6 hours ago

ରାଜ୍ୟରେ ବଢୁଛି ତାପମାତ୍ରା, ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

6 hours ago