ମହିଳା କନ୍‌ଷ୍ଟେବଳ ଖୁସବୁ ଚୌହ୍ଵାନଙ୍କ ଆତଙ୍କବାଦ ଉପରେ ଭାଷଣ, ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଏହି ଭିଡିଓ

କେନ୍ୟୁଜ୍ ମହିଳା କନ୍‌ଷ୍ଟେବଳ ଖୁସବୁ ଚୌହ୍ଵାନ । ଖୁସବୁଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏଥିରେ ସେ ଦେଶ ପ୍ରତି ନିଜର ଭାବନା ବ୍ୟକ୍ତ କରୁଛନ୍ତି । ଆତଙ୍କବାଦ ଉପରେ ସ୍ୱର ଉଠାଇଛନ୍ତି ଖୁସବୁ । ସୂଚନା ଅନୁସାରେ ସେପ୍ଟେମ୍ବର ୨୭ ତାରିଖରେ ଇଣ୍ଡୋ ତାଇବାନ ବୋର୍ଡର ପୋଲିସ ବା ITBP ଦ୍ୱାରା ରାଷ୍ଟ୍ରୀୟ ମାନବାଧିକାର ଆୟୋଗ ତତ୍ତ୍ୱାବଧନରେ ଏକ ଡିବେଟ୍‌ କମ୍ପଟିସନ୍‌ ହୋଇଥିଲା । ଏଥିରେ ସେ ଆତଙ୍କବାଦ ସହ ଜେଏନ୍‌ୟୁ ଛାତ୍ରଙ୍କ ବିଷୟରେ ନିଜର ରାୟ ରଖିଥିଲେ । ଖୁସବୁଙ୍କ ଏହି ଭାଷଣ ଲୋକଙ୍କୁ ବେଶ୍‌ ପସନ୍ଦ ଆସୁଛି । ୪୮ ଘଣ୍ଟା ମଧ୍ୟରେ ଏହି ଭାଷଣ ଲକ୍ଷ ଲକ୍ଷ ଲୋକ ଦେଖି ସାରିଲେଣି ।

ଦେଖନ୍ତୁ ଭିଡିଓ:

KNews Bureau

Recent Posts

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

29 seconds ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

3 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

6 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

12 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

27 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

1 hour ago