photo :india today
ଭୁବନେଶ୍ୱର(କେନ୍ୟୁଜ): ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲ୍ସଙ୍କ ଆକଳନ ଅନୁଯାୟୀ ଲ୍ୟାଣ୍ଡଫଲ କରିବା ପୂର୍ବରୁ ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ ସିତ୍ରାଙ୍ଗ।
ସୋମବାର ରାତି କିମ୍ବା ମଙ୍ଗଳବାର ଭୋରରେ ବାଂଲାଦେଶର ବରିସାଲରେ ଲ୍ୟାଣ୍ଡଫଲ କରିବ ବାତ୍ୟା। ବର୍ତ୍ତମାନ ଏହା ବଙ୍ଗୋପସାଗରରରେ ଉତ୍ତର ପୂର୍ବ ଦିଗରେ ଗତି କରି ଆଗକୁ ବଢୁଛି।
ଅତିଭୀଷଣ ବାତ୍ୟାର ରୂପ ନେବ କି ସିତ୍ରାଙ୍ଗ? ଭିନ୍ନ ଭିନ୍ନ ପାଣିପାଗ ସଂସ୍ଥା ଏନେଇ ଭିନ୍ନ ଆକଳନ କରିଛନ୍ତି। ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବା ସମ୍ଭାବନା ବହୁତ କମ୍ ବୋଲି କହିଛି ସ୍କାଏମେଟ୍। ସେପଟେ ସ୍ଥଳଭାଗ ଛୁଇଁବା ପରେ ଏହା ଶକ୍ତିହୀନ ହୋଇ ଗଭୀର ଅବପାତରେ ପରିଣତ ହେବ ବୋଲି ହୋଇଛି ପୂର୍ବାନୁମାନ।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…