ଦେଶ ବିଦେଶ

ଇଟାଲୀରେ କରୋନା ବିଭୀଷିକା, ଗୋଟିଏ ଦିନରେ ୬୨୭ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ: କରୋନା ଯୋଗୁ ଇଟାଲୀରେ ମୃତ୍ୟୁ ବିଭୀଷିକା । ଇଟାଲୀରେ ଗତକାଲି ଗୋଟିଏ ଦିନରେ ରେକର୍ଡ ୬୨୭ ଲୋକଙ୍କ ମୃତ୍ୟୁ ହୋଇଛି । ସେହିପରି ୫ ହଜାର ୯୮୬ଟି ନୂଆ ମାମଲା ସାମ୍ନାକୁ ଆସିଛି । ଏବେ ଇଟାଲୀରେ ମୃତକଙ୍କ ସଂଖ୍ୟା ୪ ହଜାର ୩୨ ହୋଇଛି । ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୭ ହଜାର ୨୧ରେ ପହଞ୍ଚିଛି ।

କରୋନା ମୃତ୍ୟୁରେ ଚୀନ୍‌କୁ ଟପିଛି ଇଟାଲୀ । ଚୀନ୍‌ରେ ୩ ହଜାର ୨୫୫ ଜଣଙ୍କ ଜୀବନ ଯାଇଛି । ମାତ୍ର ୪୧ଟି ମାମଲା ସାମ୍ନାକୁ ଆସିଛି । ସାରା ବିଶ୍ୱରେ କରୋନା ଭାଇରସ୍‌ ଯୋଗୁ ୧୧ ହଜାର ୩୯୭ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି । ୨ ଲକ୍ଷ ୭୫ ହଜାର ୭୯୪ ଜଣ ଏହି ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି । ସେହିପରି ୯୧ ହଜାର ୯୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

KNews Bureau

Recent Posts

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

1 min ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

10 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

28 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

30 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

1 hour ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

1 hour ago