ଦେଶ ବିଦେଶ

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ କରୋନା, ଟ୍ୱିଟ କରି ଦେଲେ ସୂଚନା

ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ କରୋନା। ଭାରତର ପ୍ରତିରକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ତଥା ଲକ୍ଷ୍ନୌର ସାଂସଦ ରାଜନାଥ ସିଂହ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। କିଛି ସମୟ ପୂର୍ବରୁ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ରାଜନାଥ ସିଂହ।

ସେ ଟ୍ୱିଟ କରି ଲେଖିଛନ୍ତି- ଅଳ୍ପ କିଛି ଲକ୍ଷଣ ସହ ମୁଁ ଆଜି କରୋନା ପଜିଟିଭ ଚିହ୍ନଟ ହୋଇଛି। ଏବେ ମୁଁ ହୋମ କ୍ଵାରେଣ୍ଟାଇନରେ ଅଛି। ଯେଉଁମାନେ ନିକଟରେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ନିଜ ଟେଷ୍ଟ କରାଇ ନେବାକୁ ପରାମର୍ଶ ଦେଉଛି।

ସୂଚନାଯୋଗ୍ୟ ଯେ ଏବେ ଦେଶରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢୁଛି। ଏହାର କବ୍‌ଜାରେ ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ସେଲିବ୍ରିଟି, ରାଜନେତା, ବ୍ୟବସାୟୀ ସମସ୍ତେ ଫସୁଛନ୍ତି। ଆଜି ରାଜ୍ୟରେ ୨୪ ଘଣ୍ଟାରେ ଆଉ ୪ହଜାର ୮୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

WCW 11

Recent Posts

ଏମିତି ଏକ ଗାଁ ଯେଉଁଠି ଦୋଳି ନାହିଁ ସତ କିନ୍ତୁ ରହିଛି ରଜ ପର୍ବର ଦୁଇ ଗୁଣା ଉତ୍ସାହ

ଭଞ୍ଜନଗର(କେନ୍ୟୁଜ): ଓଡ଼ିଶାର ଗଣ ପର୍ବ ରଜ । ଏଥିପାଇଁ ଉତ୍ସବ ମୁଖର ଗାଆଁଠୁ ସହର ।  ବସୁଧା, ପ୍ରକୃତି ମାତାଙ୍କୁ…

12 seconds ago

ଉପବାଚସ୍ପତି ପଦ ପାଇଁ ବିରୋଧୀ ଦଳଙ୍କ ଦାବି, ନହେଲେ ବାଚସ୍ପତି ନିର୍ବାଚନ ଲଢ଼ିବାକୁ ଘୋଷଣା

ନୂଆଦିଲ୍ଲୀ:ଚସ୍ପତି ପଦକୁ ନେଇ ତେଜିଲା ବିବାଦ। ଆସନ୍ତା ୨୪ ତାରିଖରୁ ଆରମ୍ଭ ହୋଇ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ଚାଲିବ…

24 mins ago

ବିବାହ ଉତ୍ସବରେ ରକ୍ତଦାନ ଶିବିର, ନବଦମ୍ପତି ସୃଷ୍ଟି କଲେ ନିଆରା ଉଦାରଣ

ଜଳେଶ୍ୱର (କେନ୍ୟୁଜ): ନିଜର ବିବାହ ଉତ୍ସବକୁ ସ୍ମରଣୀୟ କରିବା ପାଇଁ ଆଜିର ଯୁବପିଢୀ ଭିନ୍ନ ଭିନ୍ନ ଢଙ୍ଗରେ ଏହାକୁ ପାଳନ…

36 mins ago

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧୀନରେ ବିଗ୍ ଫୋର୍, ରହିବ ଅନେକ ଚ୍ୟାଲେଞ୍ଜ

କେନ୍ୟୁଜ (ବ୍ୟୁରୋ) : ବିଭାଗ ବଣ୍ଟନ ସରିଛି । ଏବେ ଦାୟିତ୍ୱ ନେବା ପରେ ମନ୍ତ୍ରୀମାନଙ୍କ ଆଗରେ ରହିବ ଅନେକ ଚ୍ୟାଲେଞ୍ଜ…

43 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

1 hour ago

ଶେଷ ରଜରେ କିଣି ଆଣନ୍ତୁ ସୁନା, ଜାଣନ୍ତୁ କେତେ ରହିଛି ଦର

କେନ୍ୟୁଜ (ବ୍ୟୁରୋ) : ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ୍ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା…

2 hours ago