୮୦ ଘଣ୍ଟାର ମୁଖ୍ୟମନ୍ତ୍ରୀ ପରେ ଇସ୍ତଫା ଦେଲେ ଦେବେନ୍ଦ୍ର ଫଡନାଭିସ୍, ପ୍ରେସ ମିଟରେ ଦେଲେ ସୂଚନା

କେନ୍ୟୁଜ୍(ବ୍ୟୁରୋ): ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଦେବେନ୍ଦ୍ର ଫଡନବୀସ । ଗତ ଶନିବାର ସକାଳେ ଏକ ନାଟକୀୟ ଘଟଣାକ୍ରମେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ଫଡନବୀସ । ଆସନ୍ତାକାଲି ଗୃହରେ ଆସ୍ଥା ଭୋଟର ସମ୍ମୁଖୀନ ହେବା ପୂର୍ବରୁ ସେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଛନ୍ତି ।