ଦେଶ ବିଦେଶ

ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା ମାମଲା: ନ୍ୟୁୟର୍କ-ଦିଲ୍ଲୀ ବିମାନର ପାଇଲଟଙ୍କୁ ନିଲମ୍ବିତ କଲା DGCA

ନଭେମ୍ବର ୨୬ରେ ନ୍ୟୁୟର୍କ-ଦିଲ୍ଲୀର ଯେଉଁ ବିମାନରେ ଜଣେ ମହିଳା ଯାତ୍ରୀଙ୍କ ଉପରେ ଜଣେ ପୁରୁଷ ଯାତ୍ରୀ ପରିସ୍ରା କରିଥିଲେ, ସେହି ବିମାନର ପାଇଲଟ୍‌ଙ୍କୁ ଡିଜିସିଏ ନିଲମ୍ବିତ କରିଛି। ବିମାନର ପାଇଲଟ୍‌ଙ୍କୁ ଡିଜିସିଏ ୩ ମାସ ପାଇଁ ସସ୍‌ପେଣ୍ଡ କରି ଦେଇଛି।

ଡିଜିସିଏର ନିୟମ ଅନୁସାରେ, ଏୟାର ଇଣ୍ଡିଆ (AI)ର ଜଣେ ପାଇଲଟଙ୍କ ନିଲମ୍ବନକୁ ରଦ୍ଦ କରିବାର ଆବେଦନକୁ ଡିଜିସିଏ ଖାରଜ କରିଛି।

କହି ରଖୁଛୁ, ଏହା ପୂର୍ବରୁ ଜାନୁଆରୀରେ ଖବର ଆସିଥିଲା ଯେ ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନରେ ଜଣେ ମହିଳାଙ୍କ ଉପରେ ପରିସ୍ରା କରିଥିବା ବ୍ୟକ୍ତିଙ୍କ ବିରୋଧରେ କମ୍ପାନୀ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

ଅଭିଯୁକ୍ତ ବହୁରାଷ୍ଟ୍ରୀୟ କମ୍ପାନୀରେ ୱେଲ୍ସ ଫାର୍‌ଗୋରେ କାମ କରୁଥିଲେ। କମ୍ପାନୀ ତାଙ୍କୁ କାମରୁ ବହିଷ୍କାର କରିଥିଲା। କମ୍ପାନୀ ଏକ ବୟାନ ଜାରି କରି କହିଥିଲା କି, ଏହି ଘଟଣାକୁ ନେଇ କମ୍ପାନୀ ଦୁଃଖିତ।

Roshni

Recent Posts

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

34 mins ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

56 mins ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

1 hour ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

3 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

4 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

4 hours ago