ଦେଶ ବିଦେଶ

୨୪ରୁ ଦୁଇ ଦିନିଆ ଭାରତ ଗସ୍ତରେ ଆମେରିକା ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବିଭିନ୍ନ ଦ୍ୱିପାକ୍ଷିକ ସମ୍ପର୍କରେ ହେବ ଆଲୋଚନା

ନୂଆଦିଲ୍ଲୀ: ଭାରତ ଗସ୍ତରେ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଦୁଇ ଦିନିଆ ଭାରତ ଗସ୍ତରେ ଆସିବେ ଟ୍ରମ୍ପ । ଆସନ୍ତା ୨୪ ଓ ୨୫ ଦୁଇ ଦିନିଆ ଭାରତ ଗସ୍ତରେ ଆସିବେ ବୋଲି ହ୍ଵାଇଟ୍ ହାଉସ୍ ପକ୍ଷରୁ କୁହାଯାଇଛି । ଆମେରିକା ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପଙ୍କ ଏହା ପ୍ରଥମ ଭାରତ ଗସ୍ତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣ କ୍ରମେ ସେ ଭାରତ ଆସୁଛନ୍ତି । ଟ୍ରମ୍ପଙ୍କ ସହ ତାଙ୍କ ପତ୍ନୀ ମେଲାନିଆ ମଧ୍ୟ ଭାରତ ଆସୁଛନ୍ତି ।

ହ୍ଵାଇଟ୍ ହାଉସ୍ ପକ୍ଷରୁ ଟ୍ଵିଟ୍ କୁହାଯାଇଛି ଯେ, ରାଷ୍ଟ୍ରପତି ଟ୍ରମ୍ପ ଓ ତାଙ୍କ ପତ୍ନୀ ୨୪ ଓ ୨୫ ଫେବ୍ରୁଆରୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପାଇଁ ଭାରତ ଯାଉଛନ୍ତି । ଏହି ଗସ୍ତ ସମୟରେ ଆମେରିକା ଭାରତ କୁଟନୈତିକ ବୁଝାମଣା ଅଧିକ ସୁଦୃଢ ହେବ । ଏହା ଦ୍ୱାରା ଆମେରିକା ଓ ଭାରତୀୟ ଲୋକଙ୍କ ମଧ୍ୟରେ ସମ୍ବନ୍ଧ ଆହୁରି ଭଲ ହେବ ବୋଲି ଟ୍ଵିଟ୍ କରି କୁହାଯାଇଛି । ଟ୍ରମ୍ପ ଦିଲ୍ଲୀ ଓ ଗୁଜରାଟ ଯିବାର କାର୍ଯ୍ୟକ୍ରମ ରହିଛି । ଏହା ସହ ଟ୍ରମ୍ପ ଅହମ୍ମଦାବ ମଧ୍ୟ ଯିବେ ।

KNews Bureau

Recent Posts

ନିଜ ସ୍ଥାନ ବଜାୟ ରଖିଛନ୍ତି ତିନି ମନ୍ତ୍ରୀ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): ମୋଦି ସରକାରର ନିଜ ସ୍ଥାନ ବଜାୟ ରଖିଛନ୍ତି ଓଡ଼ିଶାର ତିନି ମନ୍ତ୍ରୀ । ଅପରିବର୍ତ୍ତିତ ରହିଛି ଧର୍ମେନ୍ଦ୍ର ପ୍ରଧାନ,…

42 mins ago

କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅବଦାନ ଅତୁଳନୀୟ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅନେକ ଅବଦାନ ରହିଛି । କେଵଳ କନ୍ଧମାଳ କାହିଁକି ଭୁବନେଶ୍ୱରର ମର୍ଯ୍ୟାଦା…

56 mins ago

ଚୋରା ଚାଲାଣ ବେଳେ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ଦୁଇ ମାଫିଆ ଗିରଫ

ଲମତାପୁଟ: ମାଛକୁଣ୍ଡ ପୋଲିସର ବଡ଼ ସଫଳତା । ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ମାଛକୁଣ୍ଡ ପୋଲିସ ।…

1 hour ago

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

2 hours ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

2 hours ago

ଓଜନ କମ୍‌ କରିବା ସହ ହାଡ ସମସ୍ୟା ମଧ୍ୟ ଦୂର କରିବାରେ ସାହାଯ୍ୟ କରିବ ଅଳସୀ ମଞ୍ଜି, ଏହି ଉପାୟରେ କରନ୍ତୁ ବ୍ୟବହାର

ଛୋଟ ଛୋଟ ବ୍ରାଉନ୍ କଲର ଅଳସୀ ମଞ୍ଜି ଏକ ସୁପରଫୁଡ୍ ଠାରୁ କମ୍ ନୁହେଁ । ଅଳସୀରେ ପ୍ରୋଟିନ ଭରପୂର…

4 hours ago