ଦୁବାଇରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା, ୮ ଭାରତୀୟଙ୍କ ସମେତ ୧୭ ମୃତ

ନୂଆଦିଲ୍ଲୀ: ଓମାନରୁ ଦୁବାଇ ଆସୁଥିବା ଏକ ରୋଡ୍‌ ସାଇନ୍‌ ସିଗନାଲକୁ ଧକ୍କା ଦେବାରୁ ଆଠ ଜଣ ଭାରତୀୟଙ୍କ ସମେତ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ଆଜି ଦୁବାଇ ସ୍ଥିତ ଭାରତୀୟ କନ୍‌ସୁଲେଟଙ୍କ ପକ୍ଷରୁ ସୂଚନା ମିଳିଛି।ତେବେ ମୃତକଙ୍କ ମଧ୍ଯରେ ୬ଜଣ ଭାରତୀୟ ଥିବା ନେଇ ପ୍ରାଥମିକ ରିପୋର୍ଟରୁ ଜଣାପଡିଥିବାବେଳେ ପରେ ଏହି ସଂଖ୍ୟା ବଢ଼ିଥିଲା।ମୃତ ଭାରତୀୟଙ୍କ ସଂଖ୍ୟା ଏ ପର୍ଯ୍ୟନ୍ତ ୮ରେ ପହଁଚିଛି । ମୃତ ବ୍ୟକ୍ତିଙ୍କ ମଧ୍ୟରେ ଅଛନ୍ତି ରାଜଗୋପାଳନ, ଫେରୋଜ ଖାଁ ପଠନ, ରେଶମା ଫେରୋଜ ଖାଁ ପଠାନ, ଦୀପକ କୁମାର, ଜମାଲୁଦୀନ୍‌ ଅରାକ୍କାବୀତ୍ତିଲ୍‌, କିରଣ ଜନି, ବାସୁଦେବ ଏବଂ ତିଳକରାମ ଜବାହର ଠାକୁର। ତେବେ ବସଟି ୩୧ ଜଣ ଯାତ୍ରୀଙ୍କୁ ନେଇ ଯାତ୍ରା କରୁଥିଲା । ଗୁରୁତର ଆହତ ହୋଇଥିବା ଯାତ୍ରୀଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତୀ କରାଯାଇଛି ।

Sonalisa

Recent Posts

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

10 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

16 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

46 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

54 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

3 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

3 hours ago