ଦେଶ ବିଦେଶ

ପ୍ରେମିକାକୁ ଦେଖା ନ କରି ଆଉ ରହି ପାରିଲେନି ପ୍ରେମିକ, ଆଇସୋଲେସନ କ୍ୟାମ୍ପରୁ ମାରିଲେ ଚମ୍ପଟ

କରୋନା ଭାଇରସରୁ ପ୍ରକୋପ ସାରା ଦେଶରେ ବଢି ଚାଲିଥିବାବେଳେ ଏହି ଭାଇରସ୍ ସହ ଲଢିବା ପାଇଁ ଦେଶରେ ଏବେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲୋକଙ୍କୁ ଘରେ ରହିବା ପାଇଁ କୁହାଯାଇଥିବା ବେଳେ ସଙ୍ଗରୋଧ ପାଇଁ ମଧ୍ୟ ଉପଦେଶ ଦିଆଯାଇଛି। ବିଦେଶରୁ ଫେରିଥିବା ଲୋକଙ୍କୁ କ୍ବାରେଣ୍ଟାଇନ୍ ସେଣ୍ଟରରେ ରଖାଯାଉଛି। କିନ୍ତୁ କିଛି ଲୋକେ ଏହାକୁ ବେଶ୍ ହାଲୁକା ଭାବରେ ଗ୍ରହଣ କରୁଛନ୍ତି। ନିକଟରେ ଜଣେ ଯୁବକ ତାଙ୍କ ପ୍ରେମିକାକୁ ଦେଖା କରିବା ପାଇଁ କ୍ବାରେଣ୍ଟାଇନରୁ ଚମ୍ପଟ୍ ମାରିଛନ୍ତି।

ମିଳିଥିବା ସୂଚନା ଅନୁସାରେ, ତାମିଲନାଡୁର ମୁଦୈର୍ ଜିଲ୍ଲାର ଜଣେ ଯୁବକ ନିଜ ଗାର୍ଲଫ୍ରେଣ୍ଡର ବିବାହ ବନ୍ଦ କରିବା ପାଇଁ ଭାରତ ଫେରିଥିଲେ। ବିଦେଶରୁ ଫେରିଥିବା ଯୋଗୁଁ ତାଙ୍କୁ କ୍ବାରେଣ୍ଟାଇନ୍ରେ ରଖାଯାଇଥିଲା। କିନ୍ତୁ ସେ ତାଙ୍କ ପ୍ରେମିକାକୁ ଦେଖା କରିବା ପାଇଁ କ୍ବାରେଣ୍ଟାଇନ୍ରୁ ପଳାୟନ କରି ଶିବଗଙ୍ଗାରେ ପହଞ୍ଚିଥିଲେ। ସେଠାରେ କିଛି ସମୟ ତାଙ୍କ ପ୍ରେମିକା ସହିତ ମଧ୍ୟ ବିତାଇଥିଲେ। ପ୍ରେମିକାଙ୍କ ସଂସ୍ପର୍ଶରେ ଆସିଥିବା ହେତୁ ପ୍ରେମିକାକୁ ଆଇସୋଲେସନରେ ରଖାଯାଇଛି। ପୋଲିସ୍ ଓ ସ୍ବାସ୍ଥ୍ୟ ଅଧିକାରୀ ସମ୍ପୃକ୍ତ ଯୁବକକୁ ଖୋଜି ତାଙ୍କୁ ଓ ତାଙ୍କ ପ୍ରେମିକାକୁ କ୍ବାରେଣ୍ଟାଇନରେ ରଖିଛନ୍ତି ।

Swagatika

Recent Posts

ଆଜିଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ସ୍ବାଗତ ପାଇଁ ଜନ୍ମମାଟି ଭବ୍ୟ ପ୍ରସ୍ତୁତି

ଭୁବନେଶ୍ୱର (କେନ୍ୟୁଜ): ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…

2 mins ago

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

16 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

27 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

35 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

51 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

60 mins ago