ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଅଭିନନ୍ଦନ ଜଣାଇଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ

ଦୁର୍ଗା ପୂଜା ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଅଭିନନ୍ଦନ ଜଣାଇଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା । ଏହାସହ ସେ ଉପହାର ଆକାରରେ ଶାଢୀ, ଫୁଲ ଓ ମିଠା ମଧ୍ୟ ପଠାଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.