ବଢ଼ିଲା ଦିଲ୍ଲୀ ପୋଲିସ କମିଶନର ଅମୂଲ୍ୟ ପଟ୍ଟନାୟକଙ୍କ କାର୍ଯ୍ୟକାଳ ଅବଧି, ଆଉ ମାସେ ପାଇଁ ବଢ଼ିଛି ତାଙ୍କ କାର୍ଯ୍ୟକାଳ

କେନ୍ୟଜ୍(ବ୍ୟୁରୋ):ବଢ଼ିଲା ଦିଲ୍ଲୀ ପୋଲିସ କମିଶନର ଅମୂଲ୍ୟ ପଟ୍ଟନାୟକଙ୍କ କାର୍ଯ୍ୟକାଳ ଅବଧି । ଆଉ ମାସେ ପାଇଁ ତାଙ୍କ କାର୍ଯ୍ୟକାଳ ବଢ଼ିଛି । ଆସନ୍ତାକାଲି ତାଙ୍କ କାର୍ଯ୍ୟକାଳ ସରିବାର ଥିଲା । ତେବେ ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବା ବେଳେ ତାଙ୍କ କାର୍ଯ୍ୟକାଳ ବୃଦ୍ଧି ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ନିର୍ବାଚନ କମିଶନଙ୍କ ଅନୁମତି ଲୋଡ଼ାଯାଇଥିଲା । ନିର୍ବାଚନ କମିଶନ ଏଥିପାଇଁ ଅନୁମତି ଦେଇଛନ୍ତି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.