ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଭୂମିକମ୍ପ ଅନୁଭୂତ

ନୂଆଦିଲ୍ଲୀ: ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଭୂମିକମ୍ପ ଅନୁଭୂତ ହୋଇଛି। ରାତି ୨.୫୨ ମିନିଟରେ ଏହି ଭୂମିକମ୍ପ ହୋଇଥିବା ଜଣାପଡ଼ିଛି। ରିକ୍ଟର ସ୍କେଲରେ ଭୂମକମ୍ପର ମାତ୍ରା ୫.୦ ଥିବା ଜଣାପଡ଼ିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.