ନୂଆଦିଲ୍ଲୀ : ଆଜି ସକାଳେ ରାଜସ୍ଥାନର ସିକର ଅଞ୍ଚଳରେ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୪.୦ । ଭୂକମ୍ପରେ ସ୍ଥାନୀୟ ଅଞ୍ଚଳ ଥରି ଉଠିବା ପରେ ଲୋକେ ଭୟରେ ଘର ବାହାରକୁ ପଳାଇ ଆସିଥିଲେ । ପୁଣି ଥରେ ଝଟ୍କା ଲାଗିବା ଭୟରେ ବହୁ ସମୟ ଧରି ବାହାରେ ରହିଥିଲେ । ତେବେ ଭୋର ସମୟରେ ଖୁବ୍ କମ୍ ସମୟ ପାଇଁ ହୋଇଥବା ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳି ନାହିଁ । ଭୂମିକମ୍ପର କେନ୍ଦ୍ର ସ୍ଥଳ ପାକିସ୍ତାନରେ ବୋଲି ଜଣାପଡ଼ିଛି ।
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…
ଭାରତୀୟ ଟିମ୍ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…