Below header

ବାଲିରେ ଭୟଙ୍କର ଭୂମିକମ୍ପ, ରିକ୍ଟର ସ୍କେଲର ତୀବ୍ରତା ୭.୦ ରେକର୍ଡ

ଶକ୍ତିଶାଳୀ ଭୂକମ୍ପରେ ଥରିଲା ବାଲି। ଇଣ୍ଡୋନେସିଆର ବାଲି ସାମୁଦ୍ରିକ ଅଞ୍ଚଳରେ ଭୂକମ୍ପ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ରହିଛି ୭.୦। ସମୁଦ୍ର ମଝିରେ ଭୂକମ୍ପ ଯୋଗୁଁ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ।

ନୂଆଦିଲ୍ଲୀ : ଶକ୍ତିଶାଳୀ ଭୂକମ୍ପରେ ଥରିଲା ବାଲି। ଇଣ୍ଡୋନେସିଆର ବାଲି ସାମୁଦ୍ରିକ ଅଞ୍ଚଳରେ ଭୂକମ୍ପ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ରହିଛି ୭.୦। ସମୁଦ୍ର ମଝିରେ ଭୂକମ୍ପ ଯୋଗୁଁ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ଆମେରିକା ଭୂ-ବିଜ୍ଞାନ ସର୍ଭେ ସଂସ୍ଥା ଅନୁଯାୟୀ, ଗିଲ୍ଲି ଏୟାର ଦ୍ବୀପର ଉତ୍ତର-ପୂର୍ବରେ ପ୍ରାୟ ୧୮୨ କିଲୋମିଟର ଦୂରତା ଝଟକା ଲାଗିଛି । ତେବେ ଭୂମିକମ୍ପ ପରେ ସୂନାମୀ ସତର୍କତା ଜାରି ହୋଇନାହିଁ ।

ଅନ୍ୟପଟେ ବାଲି ଏବଂ ଲମ୍ବୋକ କିଛି ଅଞ୍ଚଳରେ ମଧ୍ୟମ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ଭୂମିକମ୍ପର କେନ୍ଦ୍ରସ୍ଥଳି ଇଣ୍ଡୋନେସିଆର ମାତରାମ ଠାରୁ ୨୦୧ କିଲୋମିଟର ଏବଂ ୫୧୮ କିଲୋମିଟର ଦୂରରେ ଏହାର କେନ୍ଦ୍ରସ୍ଥଳି ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.