ଗୁଜୁରାଟର ରାଜକୋଟରେ ଭୂମିକମ୍ପର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ଥିଲା ୫.୮

କେନ୍ୟୁଜ୍ (ବ୍ୟୁରୋ): ଥରିଲା ଗୁଜୁରାଟର ରାଜକୋଟ।ଆଜି ସନ୍ଧ୍ୟା ୮.୧୩ ମିନିଟ ସମୟରେ ଗୁଜରାଟର ରାଜକୋଟରେ ଭୂମିକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ୫.୮ ରହିଥିବା କହିଛି ନ୍ୟାସ୍‌ନ୍ୟାଲ୍ ସେଣ୍ଟର ଫର୍‌ ସେସ୍ମୋଲୋଜୀ (ଏନ୍‌ସିଏସ୍‌)ର ପ୍ରାଥମିକ ରିପୋର୍ଟ।

ଗୁଜରାଟର କଚ୍ଛ ଜିଲ୍ଲାରୁ ୧୦ କିମି ଓ ରାଜକୋଟ ଠାରୁ ପ୍ରାୟ ୧୨୦ କିମି ଏହା କେନ୍ଦ୍ରୀଭୂତ ହୋଇଛି।ଏହା ରାଜକୋଟର ଉତ୍ତର-ଉତ୍ତରପଶ୍ଚିମ ଦିଗରେ ୧୨୨ କିମି ଦୂରରେ କେନ୍ଦ୍ରିଭୂତ ହୋଇଛି ବୋଲି ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.