ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା, ତିନି ଦିନରେ ଦ୍ୱିତୀୟ ଥର ଭୂକମ୍ପ
ଦିଲ୍ଲୀ-ଏନସିଆରରେ ଭୂମିକମ୍ପ ଝଟକା ଅନୁଭୂତ । ନେପାଳରେ ଭୂକମ୍ପ ଝଟକା ଲାଗିଛି । ଯାହାର ତୀବ୍ରତା ୫.୬ ରହିଛି । ଅପରାହ୍ନ ୪.୧୬ ମିନିଟରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା । ନ୍ୟାସନାଲ ସେଣ୍ଟର ଫର ସେସ୍ମୋଲୋଜି ସୂଚନା ଦେଇଛି ।

ଦିଲ୍ଲୀ-ଏନସିଆରରେ ଭୂମିକମ୍ପ ଝଟକା ଅନୁଭୂତ । ତିନି ଦିନରେ ଦ୍ୱିତୀୟ ଥର ଭୂକମ୍ପ ଝଟକା ଲାଗିଛି । ନେପାଳରେ ଭୂକମ୍ପ ଝଟକା ଲାଗିଛି । ଯାହାର ତୀବ୍ରତା ୫.୬ ରହିଛି । ଅପରାହ୍ନ ୪.୧୬ ମିନିଟରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା । ନ୍ୟାସନାଲ ସେଣ୍ଟର ଫର ସେସ୍ମୋଲୋଜି ସୂଚନା ଦେଇଛି ।
Strong earthquake tremors felt in Delhi pic.twitter.com/wZmcnIfH1u
— ANI (@ANI) November 6, 2023
Earthquake measuring 5.6 on the Richter scale struck Nepal at 1616 hours today, says National Center for Seismology (NCS).
— ANI (@ANI) November 6, 2023
ଶୁକ୍ରବାର ରାତିରେ ୧୧ଟାରେ ୬.୪ ତୀବ୍ରତାର ଭୂକମ୍ପ ଆସିଥିଲା । ଯାହାର ଝଟକା ଦିଲ୍ଲୀରେ ଲାଗିଥିଲା । ଶୁକ୍ରବାର ରାତିରେ ନେପାଳରେ ୬.୪ ତୀବ୍ରତା ଭୂମିକମ୍ପ ଆସିବା ପରେ ୧୫୭ ଲୋକଙ୍କର ମୃତ୍ୟୁ ହୋଇଥିଲା । ଆଜି ଯାଏଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଭୁଶୁଡି ପଡିଥିବା ବିଲିଡିଂ ତଳେ ଲୋକ ଦବିଥିବା ସୂଚନା ମିଳିଛି ।