ଲୋକସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ, ଚଳିତ ଆର୍ଥିକ ବର୍ଷରେ ଜିଡିପି -୭.୭% ରହିବ

କେନ୍ୟୁଜ୍(ବ୍ୟୁରୋ):  ଲୋକସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ। ୨୦୨୦-୨୧ ଆର୍ଥିକ ବର୍ଷର ଆର୍ଥିକ ସର୍ବେକ୍ଷଣ ରିପୋର୍ଟ ଉପସ୍ଥାପନ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। କରୋନା ସଙ୍କଟ ମଧ୍ୟରେ ଦେଶର ଅର୍ଥବ୍ୟବସ୍ଥାର ଚିତ୍ର ସ୍ପଷ୍ଟ ହୋଇଛି।

ଚଳିତ ଆର୍ଥିକ ବର୍ଷରେ ଜିଡିପି ମାଇନସ ୭.୭ ପ୍ରତିଶତ ରହିବ । କିନ୍ତୁ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ସାମଗ୍ରିକ ଘରୋଇ ଉତ୍ପାଦ-ଜିଡିପି ୧୧ ପ୍ରତିଶତ ରହିବାର ପୂର୍ବାନୁମାନ କରାଯାଇଛି। ଆଗାମୀ ଆର୍ଥିକ ବର୍ଷ ବେଳକୁ ଅର୍ଥବ୍ୟବସ୍ଥାରେ ଭି- ସେପ୍‌ ସୁଧାରର ଅନୁମାନ କରାଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.