ଦେଶ ବିଦେଶ

ସ୍କୁଲସ୍ତରରୁ ଆରମ୍ଭ ହେବ ନିର୍ବାଚନ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ, ରାଜିନାମା ସ୍ୱାକ୍ଷର

ନିର୍ବାଚନ ସମ୍ପର୍କରେ ସ୍କୁଲସ୍ତରରୁ ଆରମ୍ଭ ହେବ ସଚେତନତା କାର୍ଯ୍ୟକ୍ରମ। ନିର୍ବାଚନରେ ମତଦାନ କେତେ ଜରୁରୀ ସେ ସମ୍ପର୍କରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ସଚେତନ କରାଯିବ। ସ୍କୁଲ ପାଠ୍ୟକ୍ରମରେ ନିର୍ବାଚନ ପ୍ରସ୍ତୁତିକୁ ସାମିଲ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ସହ ରାଜିନାମା ସ୍ୱାକ୍ଷର ହୋଇଛି।

ରାଜ୍ୟ ଶିକ୍ଷା ବୋର୍ଡ ଓ ଅନ୍ୟ ଶିକ୍ଷା ବୋର୍ଡଗୁଡିକୁ ମଧ୍ୟ ନିର୍ବାଚନ ସାକ୍ଷରତା ପାଠ୍ୟକ୍ରମକୁ ସାମିଲ କରିବା ପାଇଁ ପରାମର୍ଶ ଦିଆଯିବ। ଷଷ୍ଠ ଶ୍ରେଣୀରୁ ଏହି ପାଠ୍ୟକ୍ରମ ଆରମ୍ଭ ହେବ। ଛାତ୍ର ଜୀବନରୁ ହିଁ ପିଲାଙ୍କ ମନରେ ଗଣତନ୍ତ୍ରରେ ଭୋଟରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ଆଲୋକପାତ କରାଯିବ।

ଭାରତୀୟ ନିର୍ବାଚନ କମିଶନଙ୍କ ସିଷ୍ଟମେଟିକ ଭୋଟର୍ସ ଏଜୁକେସନ ଆଣ୍ଡ ଇଲେକ୍ଟୋରାଲ ପାର୍ଟିସିପେସନ ବା SVEEPକୁ ସ୍କୁଲଓ କଲେଜକୁ ସମ୍ପ୍ରସାରଣ କରିବା ପାଇଁଏହି ପଦକ୍ଷେପନିଆଯାଇଛି। ନିର୍ବାଚନରେ କିପରି ଭୋଟ ଦେବେ, କାହାକୁ ଭୋଟ ଦେବେ ଆଦି ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଏହି ପାଠ୍ୟକ୍ରମ ମାଧ୍ୟମରେ ସଚେତନ କରାଯିବ।

Niharanjan

Recent Posts

ଆଜିର ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ନିଜକୁ ଶକ୍ତିବାନ୍‌ ଅନୁଭବ କରିବେ । ପାରିବାରିକ ସୁଖ, ଶାନ୍ତି ରହିବ । ସମ୍ପତ୍ତି ବିବାଦରେ ବିଜୟ…

2 hours ago

ନିଜ ସ୍ଥାନ ବଜାୟ ରଖିଛନ୍ତି ତିନି ମନ୍ତ୍ରୀ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): ମୋଦି ସରକାରର ନିଜ ସ୍ଥାନ ବଜାୟ ରଖିଛନ୍ତି ଓଡ଼ିଶାର ତିନି ମନ୍ତ୍ରୀ । ଅପରିବର୍ତ୍ତିତ ରହିଛି ଧର୍ମେନ୍ଦ୍ର ପ୍ରଧାନ,…

5 hours ago

କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅବଦାନ ଅତୁଳନୀୟ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅନେକ ଅବଦାନ ରହିଛି । କେଵଳ କନ୍ଧମାଳ କାହିଁକି ଭୁବନେଶ୍ୱରର ମର୍ଯ୍ୟାଦା…

5 hours ago

ଚୋରା ଚାଲାଣ ବେଳେ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ଦୁଇ ମାଫିଆ ଗିରଫ

ଲମତାପୁଟ: ମାଛକୁଣ୍ଡ ପୋଲିସର ବଡ଼ ସଫଳତା । ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ମାଛକୁଣ୍ଡ ପୋଲିସ ।…

5 hours ago

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

6 hours ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

6 hours ago