ରାଜନୈତିକ ଦଳଗୁଡ଼ିକୁ ନିର୍ବାଚନ କମିଶନଙ୍କ ଚେତାବନୀ, ପ୍ରଚାର କିମ୍ବା ବିଜ୍ଞାପନରେ ସେନବାହିନୀର ଫଟୋ କିମ୍ବା ନାଁ ବ୍ୟବହାର ହେବ ନାହିଁ

ନୂଆଦିଲ୍ଲୀ (କେନ୍ୟୁଜ୍) : ରାଜନୈତିକ ଦଳଗୁଡ଼ିକୁ ନିର୍ବାଚନ କମିଶନଙ୍କ ଚେତାବନୀ । ଆଗାମୀ ନିର୍ବାଚନ ପ୍ରଚାର କିମ୍ବା ବିଜ୍ଞାପନରେ ସେନବାହିନୀର ଫଟୋ କିମ୍ବା ନାଁକୁ ବ୍ୟବହାର କରି ପାରିବେ ନାହିଁ । ଆଦର୍ଶ ଆଚରଣ ବିଧି ଲାଗୁ ପରେ କୌଣସି ରାଜନୈତିକ ଦଳ ଯେଭଳି ଏହାର ଫାଇଦା ନେବାରୁ ଦୂରେଇ ରହିବେ ସେନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି । ନିର୍ବାଚନୀ ପ୍ରଚାର ପ୍ରସାରରେ ସେନାଧ୍ୟକ୍ଷ, ଅନ୍ୟ କୌଣସି ସେନା ଅଧିକାରୀ କିମ୍ବା ସେନାବାହିନୀ କାର୍ଯ୍ୟ ସମ୍ପର୍କିତ କୌଣସି ଫଟୋ କୌଣସି ପ୍ରକାରେ ନିର୍ବାଚନ ପ୍ରଚାରରେ ଯେଭଳି ବ୍ୟବହାର କରା ନଯାଏ ସେନେଇ କଡ଼ା ନିର୍ଦ୍ଦେଶ ରହିଛି ।

କିଛି ରାଜନୈତିକ ଦଳ, ନେତା ଓ ଆଶାୟ ପ୍ରାର୍ଥୀ ନିର୍ବାଚନୀ ପ୍ରଚାର ପ୍ରସାର ନିମନ୍ତେ ବିଜ୍ଞାପନରେ ସେନା ଅଧିକାରୀ କିମ୍ବା କର୍ମଚାରୀଙ୍କ ଫଟୋ ବ୍ୟବହାର କରୁଛନ୍ତି । ଏଦିଗରେ ଉପଯୁକ୍ତ ପଦକ୍ଷେପ ନେବାକୁ ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇଥିଲା ପ୍ରତିରକ୍ଷା ମନ୍ତ୍ରାଳୟ । ସେହିପରି ପୂର୍ବରୁ ପୂର୍ବତନ ନୌସେନା ମୁଖ୍ୟ ଆଡମିରାଲ୍ ଏଲ୍. ରାମଦାସ ଏନେଇ ମଧ୍ୟ ନିର୍ବାଚନ କମିଶନଙ୍କ ଦୃଷ୍ଟି ଆକର୍ଷଣ କରି ଚିଠି ଲେଖିଥିଲେ । ବାଲାକୋଟ ଏୟାରଷ୍ଟ୍ରାଇକକୁ ନେଇ ହେଉଥିବା ରାଜନୀତିକରଣକୁ ସେ ଉଦାହରଣ ଦେଇଥିଲେ । ତାପରେ ଏଭଳି ପଦକ୍ଷେପ ନେଇଛନ୍ତି ନିର୍ବାଚନ କମିଶନ ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

11 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

11 hours ago