photo : NDTV
ସ୍ବାଧୀନତା ଦିବସ ପୂର୍ବରୁ ରାଜଧାନୀ ଦିଲ୍ଲୀରେ ସୁରକ୍ଷା କଡ଼ାକଡ଼ି। ପୋଲିସ ପାଟ୍ରୋଲିଂ ସହ ଗାଡ଼ିମୋଟର ଯାଞ୍ଚକୁ ଜୋରଦାର କରାଯାଇଛି। ଟ୍ରାଫିକ ରୁଟ ପରିବର୍ତ୍ତନ କରାଯାଇଛି। ସଂବେଦନଶୀଳ ସ୍ଥାନ ଗୁଡ଼ିରେ ଅଧିକ ସଂଖ୍ୟାରେ ସୁରକ୍ଷକର୍ମୀ ମୁତୟନ ହୋଇଛନ୍ତି। ଦିନକ ପରେ ଦେଶ ପାଳିବ ୭୬ତମ ସ୍ବାଧୀନତା ଦିବସ। ଲାଲ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ସାରା ଦେଶରୁ ୧୮୦୦ ଅତିଥି ସାମିଲ ହେବେ।
ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…
ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…
ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…
କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…
ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍ ଜନସନ୍ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…
ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…