ଫଲକନୁମା ଏକ୍ସପ୍ରେସ ଲାଇନ୍‌ଚ୍ୟୁତ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

କଟକ : ଫଲକନୁମା ଏକ୍ସପ୍ରେସ୍ ଲାଇନ୍‌ଚ୍ୟୁତ । ହାଓ୍ଵଡ଼ା-ସିକନ୍ଦରାବାଦ ଫଲକନୁମା ଏକ୍ସପ୍ରେସ୍‌ର ଗୋଟିଏ ବଗି ଲାଇନ୍‌ଚ୍ୟୁତ ହୋଇଛି । ମଙ୍ଗୁଳି କପିଳାସ ରୋଡ୍‌ ନିକଟରେ ଲାଇନ୍‌ଚ୍ୟୁତ ହୋଇଛି । ଟ୍ରେନ୍‌ର ଗାର୍ଡ କମ୍‌ ଲଗେଜ ବଗିଟି ଲାଇନ୍‌ଚ୍ୟୁତ ହୋଇଛି । ଦୁର୍ଘଟଣାରେ କୌଣସି କ୍ଷୟକ୍ଷତି ହୋଇ ନଥିବା ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.