ଦେଶ ବିଦେଶ

ଆଜି ହେବନି ଚାଷୀ ନେତାଙ୍କ ସହ କେନ୍ଦ୍ର ସରକାରଙ୍କ ବୈଠକ, ଲିଖିତ ଆକାରରେ ପ୍ରସ୍ତାବ ଦେବେ କେନ୍ଦ୍ର ସରକାର

କେନ୍ୟୁଜ୍‌: ଆଜି ହେବନି ଚାଷୀ ନେତାଙ୍କ ସହ କେନ୍ଦ୍ର ସରକାରଙ୍କ ବୈଠକ । କୃଷକ ନେତାଙ୍କୁ ଆଜି ଲିଖିତ ଆକାରରେ ପ୍ରସ୍ତାବ ଦେବେ କେନ୍ଦ୍ର ସରକାର । ଏହି ପ୍ରସ୍ତାବ ଉପରେ କୃଷକ ନେତାମାନେ ଆଲୋଚନା କରିବେ । ଏହାପରେ ପରବର୍ତ୍ତୀ ନିଷ୍ପତ୍ତି ନେବେ ଚାଷୀ ସଂଗଠନ । ଗତକାଲି ଶାହଙ୍କ ସହ ୨ ଘଣ୍ଟାରୁ ଅଧିକ ସମୟ ଧରି ବସିଥିବା ଚାଷୀ ପ୍ରତିନିଧିଙ୍କ ସହ ବୈଠକ ପରେ ଏହି ସୂଚନା ଦେଇଛନ୍ତି ଅଲ୍‌ ଇଣ୍ଡିଆ କିଶାନ୍‌ ସଭାର ସାଧାରଣ ସଂପାଦକ ହନନ ମୋଲାହା ।

କେନ୍ଦ୍ରର ନୂଆ କୃଷି ବିଲ୍‌ ପ୍ରତ୍ୟାହାର ଜିଦ୍‌ରେ ଅଡି ବସିଛନ୍ତି ଚାଷୀ । ଆଜି ୧୪ ଦିନରେ ପହଞ୍ଚିଛି ଚାଷୀ ଆନ୍ଦୋଳନ । ପୂର୍ବରୁ ବସିଥିବା ୫ ଥର ବୈଠକରେ କୌଣସି ନିଷ୍କର୍ସ ବାହାରି ପାରିନାହିଁ । ସେପଟେ ଚାଷୀ ଆନ୍ଦୋଳନକୁ ନେଇ ଆଜି ରାଷ୍ଟ୍ରପତିଙ୍କୁ ଭେଟିବେ ବିରୋଧୀ । କୋଭିଡ୍‌ ପ୍ରୋଟୋକଲ୍‌ ପାଇଁ କେବଳ ୫ ଜଣ ପ୍ରତିନିଧିଙ୍କୁ ଭେଟିବା ଅନୁମତି ମିଳିଛି। ଏହି ଟିମ୍‌ରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଏନସିପି ନେତା ଶରଦ ପାଓ୍ଵାର ସାମିଲ ଥିବା ସୂଚନା ରହିଛି ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago