ଦେଶ ବିଦେଶ

ଉତ୍ତର ପ୍ରଦେଶର ମୋରଦାବାଦରେ ଭୟାବହ ଅଗ୍ନିକାଣ୍ଡ, ୫ମୃତ

ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶର ମୋରଦାବାଦରେ ଭୟାବହ ଅଗ୍ନିକାଣ୍ଡ। ଏକ ୩ ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ ଜଣ ପ୍ରାଣ ହରାଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଗତକାଲି  ବିଳମ୍ବିତ ରାତିରେ ଘଟିଛି ଏହି ଅଗ୍ନିକାଣ୍ଡ। ସୂଚନା ମୁତାବକ, ହଠାତ୍‌ ବିଲଡିଂରେ ନିଆଁ ଲାଗି ଯାଇଥିଲା। ନିମିଷକ ଭିତର ଦେଖୁ ଦେଖୁ ପୂରା ବିଲଡିଂକୁ ବ୍ଯାପି ଯାଇଥିଲା।

ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀକୁ ଖବର ଦେବା ସହ ନିଆଁ ଲିଭାଇବାକୁ ଉଦ୍ଯମ କରିଥିଲେ। ଅଗ୍ନିଶମ ବାହିନୀର ୫ଟି ଗାଡ଼ି ଦୀର୍ଘ ୩ ଘଣ୍ଟାରୁ ଅଧିକ ସମୟ ଧରି ଅକ୍ଲାନ୍ତ ପରିଶ୍ରମ କରିବା ପରେ ନିଆଁକୁ ଆୟତ୍ତ କରିଥିଲା। ସ୍ଥାନୀୟ ଲୋକଙ୍କ ସହ ଅଗ୍ନିଶମ କର୍ମଚାରୀମାନେ ନିଆଁ ଭିତରୁ ୧୨ ଜଣଙ୍କୁ ଉଦ୍ଧାର କରିଥିଲେ। ତେବେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଜୀବନ ବଞ୍ଚାଇବା ସେମାନଙ୍କ ପକ୍ଷେ ସମ୍ଭବ ହୋଇ ନଥିଲା। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ ୩ ଜଣ ଛୋଟ ପିଲା ରହିଛନ୍ତି। ଏହା ସହିତ ଗୁରୁତରଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Sonalisa

Recent Posts

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

5 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

14 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

14 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

32 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

32 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

36 mins ago