ମୁମ୍ବାଇର ଯୋଗେଶ୍ୱରୀ ଅଞ୍ଚଳର ଏକ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ଆୟତ୍ତ କରିବା ପାଇଁ ୭ଟି ଅଗ୍ନିଶମ ଗାଡି ନିୟୋଜିତ

ମୁମ୍ବାଇ: ମୁମ୍ବାଇରେ ଭୟାବହ ଅଗ୍ନିକାଣ୍ଡ। ଯୋଗେଶ୍ୱରୀ ଅଞ୍ଚଳରେ ଏହି ଅଗ୍ନିକାଣ୍ଡ ଘଟିଛି। ଏକ ଗୋଦାମରେ ବିଳମ୍ବିତ ରାତିରୁ ଲାଗିଛି ନିଆଁ। ନିଆଁକୁ ଆୟତ୍ତ କରିବା ପାଇଁ ୭ଟି ଅଗ୍ନିଶମ ବିଭାଗର ଗାଡି ନିୟୋଜିତ ଅଛନ୍ତି। ତେବେ କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ। ନିଆଁ ଲାଗିବାର କାରଣ ଜଣାପଡିନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.