ଦେଶ ବିଦେଶ

ଦିଲ୍ଲୀ ଆୟକର ବିଭାଗ ଅଫିସରେ ନିଆଁ, ୨୧ଟି ଦମକଳ ଗାଡି ନିୟୋଜିତ

ଦିଲ୍ଲୀ ଆୟକର ବିଭାଗ ଅଫିସରେ ଭୟଙ୍କର ନିଆଁ ଲାଗିଛି । ନିଆଁ ଲାଗିବା ଯୋଗୁଁ ପୁରା ବିଲିଡିଂରେ ଲୋକେ ଭୟରେ ଦୌଡାଦୌଡି କରୁଥିବାର ନଜର ଆସିଛନ୍ତି । ଘଟଣା ସ୍ଥଳରେ ୨୧ଟି ଦମକଳ ଗାଡି ନିୟୋଜିତ ହୋଇଛି । ଅଗ୍ନିଶମ କର୍ମଚାରୀ ନିଆଁ ଲିଭାଇବାକୁ ଚେଷ୍ଟା କରୁଛନ୍ତି । ଆୟକର ବିଭାଗ ଅଫିସ ଆଇଟିଓ ଅଞ୍ଚଳରେ ଥିବା ସିଆର ବିଲିଡିଂରେ ରହିଛି । ନିଆଁ ଏତେ ଭୟଙ୍କର ଥିଲା ଯେ, ଆଖପାଖର ଘର ଲୋକ ଅଣନିଶ୍ୱାସୀ ହୋଇଥିବା ଖବର ମିଳିଛି । ତେବେ କିଛି ଅଘଟଣ ପୂର୍ବରୁ ଲୋକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ।

ନିଆଁ ଲାଗିବା ଘଟଣା ଦିନ ୨.୩୦ ମିନିଟରେ ଜଣାପଡିଥିଲା । ଘଟଣା ସ୍ଥଳରେ ୨୧ଟି ଦମକଳ ଗାଡି ଲାଗିଛି । ଅଗ୍ନିଶମ କର୍ମଚାରୀଙ୍କ ସହିତ ପୋଲିସ ଫୋର୍ସ ମଧ୍ୟ ଉପସ୍ଥିତ ରହିଛି । ନିଆଁ ଲାଗିବା ଜାଣିବା ପରେ ଲୋକେ ଝରକା ଦେଇ ବାହାରୁଥିବା ବେଳେ ଅଗ୍ନିଶମ ଅଧିକାରୀ ସେମାନଙ୍କୁ ଉଦ୍ଧାର କରିଥିଲେ ।

Swagatika

Recent Posts

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

3 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

38 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

45 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago