ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ସମୁଦ୍ରରେ ଏକ ଜାଗୁଆର ଜାହାଜରେ ନିଆଁ ଲାଗିଯାଇଛି। ଜାହାଜରେ ହଠାତ୍ ନିଆଁ ଲାଗିବା ଯୋଗୁଁ ଏଥିରେ ଥିବା ୨୯ ଜଣ ସଦସ୍ୟ ପାଣିକୁ ଡେଇଁ ପଡିଛନ୍ତି। ସେମାନଙ୍କ ମଧ୍ୟରୁ ୨୮ ଜଣଙ୍କୁ ଭାରତୀୟ ତଟରକ୍ଷୀ ବାହିନୀ ବଂଚାଇଥିବା ବେଳେ ଜଣେ ନିଖୋଜ ରହିଛନ୍ତି। ନିଖୋଜ ଥିବା ବ୍ୟକ୍ତିଙ୍କୁ ଖୋଜା ଚାଲିଥିବା ବେଳେ ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ଜାହାଜରେ ହଠାତ୍ ବିସ୍ଫୋରଣ ହେବା ସମସ୍ତେ ଭୟଭୀତ ହୋଇ ଜାହାଜରୁ ଡେଇଁ ପଡିଥିଲେ। ସକାଳ ୧୧.୩୦ ମିନିଟରେ ଏହି ବିସ୍ଫୋରଣ ଘଟିଥିଲା। ପ୍ରଥମେ ସର୍ଟ ସର୍କିଟ ହୋଇଥିଲା ବୋଲି ଲୋକେ ଭାବିଥିଲେ। ପରେ କୋଷ୍ଟ ଗାର୍ଡ ତରଫରୁ ନିଆଁ କୁ ଆୟତ୍ତ କରାଯାଇଛି ।
ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…
ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…
ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…
ମୟୁରଭଞ୍ଜ : ତୁଟିଲା ବିବାଦ । ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…
କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…
ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…