ପୁଣି ଅଶାନ୍ତ ଦିଲ୍ଲୀର ଜାମିଆ ମିଲିଆ ବିଶ୍ୱବିଦ୍ୟାଳୟ, ୫ ନମ୍ବର ଗେଟ୍‌ ନିକଟରେ ଅଧରାତିରେ ଫୁଟିଲା ଗୁଳି

ନୂଆଦିଲ୍ଲୀ: ପୁଣି ଅଶାନ୍ତ ଦିଲ୍ଲୀର ଜାମିଆ ମିଲିଆ ବିଶ୍ୱବିଦ୍ୟାଳୟ। ଅଧରାତିରେ ଫୁଟିଛି ଗୁଳି। ବିଶ୍ୱଦ୍ୟାଳୟର ୫ ନମ୍ବର ଗେଟ୍‌ ନିକଟରେ ଫାୟାରିଂ ହୋଇଛି। ୨ଜଣ ଦୁର୍ବୃତ୍ତ ଏକ ସ୍କୁଟିରେ ଆସି ଗୁଳି ଫୁଟାଇ ଫେରାର ହୋଇଯାଇଥିଲେ। ସେଠାରେ ଥିବା ଛାତ୍ରମାନେ ଭୟଭୀତ ହୋଇ ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ତେବେ ଏହି ଘଟଣାରେ କେହି ଆହତ ହୋଇନାହାଁନ୍ତି। ଏନେଇ ଛାତ୍ରମାନେ ଜାମିୟା ନଗର ପୋଲିସ ଥାନାରେ ଏତଲା ଦେଇଛନ୍ତି। କିଛି ଦିନ ପୂର୍ବରୁ ମଧ୍ୟ ଏଠାରେ ଗୁଳିମାଡ କରିଥିଲେ। ଏହା ହେଉଛି ତୃତୀୟ ଘଟଣା।

Sonalisa

Recent Posts

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

2 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

9 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

23 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

59 mins ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

1 hour ago

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧୨ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

1 hour ago