ଦେଶ ବିଦେଶ

ଦିନକୁ ଦିନ କାୟା ମେଲୁଛି କରୋନା, ମହାରାଷ୍ଟ୍ରରେ ବିଳମ୍ବିତ ରାତିରେ ୫ ଜଣଙ୍କ ନିକଟରେ କରୋନା ପଜେଟିଭ୍‌

ଭାରତରେ ଦିନକୁ ଦିନ କାୟା ମେଲୁଛି କରୋନା । ଏପର୍ଯ୍ୟନ୍ତ ୧୦୦ରୁ ଅଧିକ ଲୋକ କରୋନା ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି । ମହାରାଷ୍ଟ୍ରରେ ବିଳମ୍ବିତ ରାତିରେ ୫ ଜଣଙ୍କ ନିକଟରେ କରୋନା ପଜେଟିଭ୍‌ ସାମ୍ନାକୁ ଆସିଛି । କରୋନା ଯୋଗୁ ଦେଶରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଜମ୍ମୁ କାଶ୍ମୀରରେ ୨ ଜଣ, ପଂଜାବରେ ଜଣେ, ହରିଆଣାରେ ୧୪ ଜଣ, ରାଜସ୍ଥାନରେ ୪ ଜଣ, ମହାରାଷ୍ଟ୍ରରେ ୩୧ ଜଣ, କର୍ଣ୍ଣାଟକରେ ୬ଜଣ, କେରଳରେ ୧୯ ଜଣ ଲଦାଖରେ ୩ ଗଣ , ଦିଲ୍ଲୀରେ ୭ ଜଣ, ଉତ୍ତର ପ୍ରଦେଶରେ ୧୨ ଜଣ, ତେଲେଙ୍ଗାନାରେ ଜଣେ, ଆନ୍ଧ୍ର ପ୍ରଦେଶରେ ଜଣେ ଓ ତାମିଲନାଡ଼ୁରେ ଜଣେ ସଂକ୍ରମିତ ହୋଇଛନ୍ତି। ସେହିପରି କେରଳର ୩ ଜଣ ଆରୋଗ୍ୟ ହୋଇଥିବା ବେଳେ ଉତ୍ତର ପ୍ରଦେଶର ୫ ଜଣ ଆରୋଗ୍ୟ ହୋଛନ୍ତି । ରାଜସ୍ଥାନର ଜଣେ ଓ ଦିଲ୍ଲୀର ଜଣେ ଆରୋଗ୍ୟ ହୋଇଛନ୍ତି । ଏପର୍ଯ୍ୟନ୍ତ ମୋଟ ୧୨ ଲକ୍ଷ ୨୯ ହଜାର ୩୬୩ ଜଣ ଯାତ୍ରୀଙ୍କୁ ଏୟାରପୋର୍ଟରେ ସ୍କ୍ରିନିଂ କରାଯାଇଛି ।

Pritiparna

Recent Posts

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

29 mins ago

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା, ଜାଣନ୍ତୁ କ’ଣ ଏହାର ସ୍ୱତନ୍ତ୍ରତା?

ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…

37 mins ago

କୋଚିନ ସିପୟାର୍ଡରେ ସେଫ୍ଟି ଆସିଷ୍ଟାଣ୍ଟ ପଦବୀରେ ଭର୍ତ୍ତି, ଜାଣନ୍ତୁ କେତେ ମିଳିବ ଦରମା

କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…

52 mins ago

ସତସଙ୍ଗ ବିହାରରେ ସିରିଜ୍‌ ଦୁର୍ଘଟଣା, ଦୁଇଟି କାର୍‌କୁ ପଛରୁ ପିଟିଲା ବସ୍‌

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ସିରିଜ୍‌ ଦୁର୍ଘଟଣା । ଭୁବନେଶ୍ବର ସତସଙ୍ଗ ବିହାର ନିକଟରେ ଘଟିଛି ଏହି ଦୁର୍ଘଟଣା । ପ୍ରଥମେ…

1 hour ago

ଟି୨୦ ବିଶ୍ୱକପ ମହାକୁମ୍ଭ ଆରମ୍ଭ, ପ୍ରଥମ ମ୍ୟାଚରେ ୭ ଓ୍ଵିକେଟରେ କାନାଡାକୁ ହରାଇଲା ଆମେରିକା

ଟି-୨୦ ବିଶ୍ବକପ ମହାକୁମ୍ଭ ଆରମ୍ଭ ହୋଇଛି । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହୋଇଥିଲେ ଆମେରିକା ଓ କାନାଡା । ଏହି…

1 hour ago

ପରକୀୟା ପ୍ରୀତିକୁ ବାରଣ କରିବାରୁ ସ୍ତ୍ରୀକୁ ମାଡ ମାରି ଘରୁ ତଡିଦେଲା ସ୍ୱାମୀ, ଏବେ ଥାନାରେ ମାମଲା

ନରସିଂହପୁର(କେନ୍ୟୁଜ୍): ପରକୀୟା ପ୍ରୀତିକୁ ନେଇ ଥାନାରେ ଆସି ମାମଲା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ନରସିଂହପୁର…

1 hour ago