Below header

ଫାଶୀ ଲଗାଇ ଆତ୍ମହତ୍ୟା କଲେ ଆନ୍ଧ୍ରର ପୂର୍ବତନ ବାଚସ୍ପତି

ହାଇଦ୍ରାବାଦ: ଆନ୍ଧ୍ର ପ୍ରଦେଶର ପୂର୍ବତନ ବାଚସ୍ପତି ତଥା ବରିଷ୍ଠ ଟିଡିପି ନେତା ଡା.କୋଡେଲା ଶିବା ପ୍ରସାଦ ରାଓଙ୍କ ସୋମବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ନିଜସ୍ୱ ବାସଭବନରେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।
ପୂର୍ବ ବାଚସ୍ପତିଙ୍କ ପରଲୋକରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଶୋକବ୍ୟକ୍ତ କରିଛନ୍ତି। ସେ ତାଙ୍କ ଶୋକବାର୍ତ୍ତାରେ କୋଡେଲାଙ୍କ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.