ପୂର୍ବ ପ୍ରଧାନମନ୍ତ୍ରୀ ମନମୋହନ ସିଂହ କରୋନା ପଜିଟିଭ, ଏମ୍ସରେ ଭର୍ତ୍ତି

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ କରୋନା। କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ଏଣୁ ତାଙ୍କୁ ତୁରନ୍ତ ଏମ୍ସରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

ମନମୋହନ ସିଂହ କରୋନା ଆକ୍ରାନ୍ତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କଂଗ୍ରେସ ଉପାଧ୍ୟକ୍ଷ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ପି ଚିଦାମ୍ବରମ, ମମତା ବାନାର୍ଜୀ, ମନୀଷ ସିସୋଦିଆ, ସ୍ଵରା ଭାସ୍କରା ପ୍ରମୁଖ ତାଙ୍କ ଆରୋଗ୍ୟ କାମନା କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.