ଦେଶ ବିଦେଶ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶଓ୍ଵନ୍ତ ସିଂ ପରଲୋକ, ଶୋକ ପ୍ରକାଶ କଲେ ମୋଦି ଏବଂ ରାଜନାଥ ସିଂ

ଚାଲିଗଲେ କେନ୍ଦ୍ରମନ୍ତ୍ରୀ ଯଶଓ୍ଵନ୍ତ ସିଂହ। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଦୃଦଘାତରେ ଦିଲ୍ଲୀର ଆର୍ମି ହସପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ଅସୁସ୍ଥ ହୋଇ ଜୁନ୍‌ ୨୫ ତାରିଖରୁ ହସପିଟାଲରେ ଭର୍ତ୍ତି ହୋଇଥିଲେ। ସେ ବିଜେପିର ଜଣେ ଟାଣୁଆ ନେତା ଥିଲେ। ସେ ବାଜପେୟୀଙ୍କ ସରକାର ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ଥିଲେ। ତାଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଯଶଓ୍ଵନ୍ତ ସିଂ ବାଜପେୟୀଙ୍କ ପ୍ରଧାନମନ୍ତ୍ରୀତ୍ୱ କାଳରେ ପ୍ରତିରକ୍ଷା ମନ୍ତ୍ରୀ ଓ ତାପରେ ବୈଦେଶିକ ବ୍ୟାପର ମନ୍ତ୍ରୀ ଭାବେ କାମ କରୁଥିଲେ। ତାଙ୍କ ବିୟୋଗ ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ରାଜନାଥ ସିଂ କହିଛନ୍ତି। ସେ ଦେଶ ପାଇଁ ନିଷ୍ଠାପର ଭାବେ କାମ କରିଥିଲେ। ରାଜ୍ୟସଭାରୁ ୫ଥର ଏବଂ ଲୋକସଭାରୁ ୪ ଥର ନିର୍ବାଚିତ ହୋଇଥିଲେ।

 

Swagatika

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…

17 mins ago

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

3 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

3 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

4 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

4 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

4 hours ago