ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ୪ ବିଚାରପତିଙ୍କୁ କରୋନା । ସେମାନଙ୍କ ମଧ୍ୟରୁ ଜଣେ ବିଚାରପତି ଦିଲ୍ଲୀ ଏମସ୍ରେ ଚିକିତ୍ସିତ ହେଉଛନ୍ତି । ଅନ୍ୟ ୩ ବିଚାରପତି କ୍ୱାରେଣ୍ଟାଇନ୍ରେ ଅଛନ୍ତି ।
ସୂଚନା ଅନୁସାରେ ସୁପ୍ରିମକୋର୍ଟର ୧୫ ଜଣ ବିଚାରପତିଙ୍କ କୋଭିଡ ଟେଷ୍ଟ ହୋଇଥିଲା । ସେମାନଙ୍କ ମଧ୍ୟରୁ ୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଦେଶରେ ସଂକ୍ରମଣ ବଢିବା ପରେ ଆଜିଠୁ ସୁପ୍ରିମକୋର୍ଟରେ କେବଳ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି ହେବ ।
ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…