ଦେଶ ବିଦେଶ

ଆସନ୍ତାକାଲିଠୁ ଆୟୋଜିତ ହେବ ୬୨ ତମ ବରିଷ୍ଠ ପୋଲିସ ଅଧିକାରୀଙ୍କ ସମ୍ମିଳନୀ, ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗ ହେବ ଆଲୋଚନା

କେନ୍ୟୁଜ୍(ବ୍ୟୁରୋ):  ଆସନ୍ତାକାଲିଠୁ ଆୟୋଜିତ ହେବ ୬୨ ତମ ବରିଷ୍ଠ ପୋଲିସ ଅଧିକାରୀଙ୍କ ସମ୍ମିଳନୀ । ଉଦଘାଟନୀ ଉତ୍ସବରେ ଭର୍ଚୁଆଲରେ ଉଦବୋଧନ ଜେନେରାଲ ରାଓ୍ଵତ । ଓଡ଼ିଶା ପୋଲିସକୁ ଗୁରୁମନ୍ତ୍ର ଦେବେ ସିଡିଏସ୍‌ ଜେନେରାଲ୍‌ ରାଓ୍ଵତ । ସମ୍ମିଳନୀରେ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗ ଉପରେ ହେବ ଆଲୋଚନା । ରାଜ୍ୟର ଆଇନଶୃଙ୍ଖଳା, ନକ୍ସଲ ମୁକାବିଲା, ସଙ୍ଗଠିତ ଅପରାଧ, ଡ୍ରଗ୍ସ କାରବାର ରୋକିବା ଉପରେ ବିଚାରବିମର୍ଶ ହେବ ।

ସେହିପରି ଇନଭେଷ୍ଟିଗେସନ୍‌, ରୋଡ୍‌ ସେଫ୍ଟି, ପେପରଲେସ୍‌ ପୋଲିସିଂ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯିବ । ସମ୍ମିଳନୀରେ ସିଙ୍ଗାପୁରର ଇଣ୍ଟରପୋଲ ନିର୍ଦ୍ଦେଶକ ଏମ୍‌. ଓବରାଇ ଯୋଗ ଦେଇ ସାଇବର ଅପରାଧ ନିୟନ୍ତ୍ରଣ ଉପରେ ଆଲୋଚନା କରିବେ । ଉଦଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ । ସମ୍ମିଳନୀରେ ସବୁ ଜିଲ୍ଲାର ଏସପି, ଡିସିପି, ରେଞ୍ଜ ଆଇଜି, ଡିଆଇଜି ସମେତ ବହୁ କରିଷ୍ଠ ପୋଲିସ ଅଧିକାରୀ ସାମିଲ ହେବେ ।

 

KNews Bureau

Recent Posts

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

7 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

10 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

43 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

45 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 hours ago