ଗ୍ୟାଙ୍ଗଷ୍ଟର ଗୋଲ୍ଡି ବରାଡଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

କେନ୍ଦ୍ର ସରକାର ସୋମବାର ବେଆଇନ କାର୍ଯ୍ୟକଳାପ ଅଧିନିୟମ (UAPA) ଅଧୀନରେ ଗ୍ୟାଙ୍ଗଷ୍ଟର ଗୋଲ୍ଡି ବରାଡଙ୍କୁ ଆତଙ୍କବାଦୀ ଘୋଷଣା କରିଛନ୍ତି। ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି।

କେନ୍ଦ୍ର ସରକାର ସୋମବାର ବେଆଇନ କାର୍ଯ୍ୟକଳାପ ଅଧିନିୟମ (UAPA) ଅଧୀନରେ ଗ୍ୟାଙ୍ଗଷ୍ଟର ଗୋଲ୍ଡି ବରାଡଙ୍କୁ ଆତଙ୍କବାଦୀ ଘୋଷଣା କରିଛନ୍ତି। ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି।

ବିଜ୍ଞପ୍ତିରେ କୁହାଯାଇଛି ଯେ ଗୋଲ୍ଡି ବରାଡ ନିଷିଦ୍ଧ ଖଲିସ୍ତାନୀ ସଙ୍ଗଠନ ବବର ଖାଲସା ଇଣ୍ଟରନ୍ୟାସନାଲ ସହିତ ଜଡିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.