ପଦ୍ମ ଧରିଲେ ପୂର୍ବତନ କ୍ରିକେଟର ଗମ୍ଭୀର

ବିଜେପିରେ ସାମିଲ ହେଲେ ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର । ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଓ କେନ୍ଦ୍ରମନ୍ତ୍ରୀ ରବିଶଙ୍କରଙ୍କ ଉପସ୍ଥିତିରେ ବିଜେପିରେ ଗମ୍ଭୀର ହୋଇଛନ୍ତି ସାମିଲ । ତେବେ ଚଳିତ ବର୍ଷ ଦିଲ୍ଲୀରୁ ନିର୍ବାଚନ ଲଢ଼ିବେ ବୋଲି ବିଭିନ୍ନ ବର୍ଗରେ ହେଉଛି ଚର୍ଚ୍ଚା । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଭାବିତ ହୋଇ ଏହି ଦଳରେ ସାମିଲ ହୋଇଛି। ଦେଶ ସେବା ପାଇଁ ସୁଯୋଗ ମିଳିଥିବାରୁ ବିଜେପିକୁ ଅନେକ ଅନେକ ଧନ୍ୟବାଦ ଜଣାଇଛନ୍ତି ଗମ୍ଭୀର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.