Below header

ପିଆଜ ଦର ହ୍ରାସ ନେଇ ପଦକ୍ଷେପ ନେଉଛନ୍ତି କେନ୍ଦ୍ର ସରକାର, ଲୋକସଭାରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ପିଆଜ ଦର ହ୍ରାସ ନେଇ ପଦକ୍ଷେପ ନେଉଛନ୍ତି କେନ୍ଦ୍ର ସରକାର। ପିଆଜ ରପ୍ତାନୀକୁ ସରକାର ବନ୍ଦ କରିଥିବା ବେଳେ ନିଅଣ୍ଟିଆ ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ଦେଶରୁ ୧ ଲକ୍ଷ ମେଟ୍ରିକ ଟନ୍‌ ପିଆଜ ଆମଦାନୀ କରାଯାଉଛି। ଲୋକସଭାରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ପିଆଜ ଦରକୁ ନିୟନ୍ତ୍ରଣକୁ ଆଣିବା ପାଇଁ ଇଜିପ୍ଟ, ତୁର୍କୀ ଆଦି ଦେଶରୁ ପିଆଜ ମଗାଯାଇଥିବା କହିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.