ନିର୍ଭୟା ଦୋଷୀ ମୁକେଶ ଓ ବିନୟଙ୍କ କ୍ୟୁରେଟିଭ୍‌ ପିଟିସନ୍‌ ଉପରେ ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି

ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଆବେଦନ କରାଯାଇଥିବା କ୍ୟୁରେଟିଭ୍‌ ପିଟିସନର ଆଜି ସୁପ୍ରିମକୋର୍ଟରେ ଶୁଣାଣି ହେବ । ଫାଶୀ ଦଣ୍ଡ ପାଇଥିବା ୪ ଜଣଙ୍କ ମଧ୍ୟରୁ ଦୁଇ ଜଣ କ୍ୟୁରେଟିଭ୍‌ ପିଟିସନ୍‌ ଦାଖଲ କରିଛନ୍ତି । ଦୁଇ ଜଣ ଅଭିଯୁକ୍ତ ମୁକେଶ ଓ ବିନୟ କୁମାର କ୍ୟୁରେଟିଭ୍‌ ପିଟିସନ୍‌ ଦାଖଲ କରିଛନ୍ତି । ଫାଶୀ ଉପରେ ରୋକ୍‌ ଲଗାଇବା ପାଇଁ ଆବେଦନ କରିଛନ୍ତି । ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠରେ ମାମଲାର ଶୁଣାଣି ହେବ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.